ORV
11. ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ ।
IRVOR
11. ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,’ ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN