ORV
34. ଏବଂ ପାଖକୁ ଯାଇ ତାହାର କ୍ଷତସବୁରେ ତୈଳ ଓ ଦ୍ରାକ୍ଷାରସ ଢାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ଆପଣା ବାହନ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ଘେନିଯାଇ ତାହାର ସେବାଶୁଶ୍ରୂଷା କଲେ ।
IRVOR
34. ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN