ORV
9. ଏଥିଉତ୍ତାରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗମନ କଲେ ।
IRVOR
9. (ମାଥିଉ 21:33-46; ମାର୍କ 12:1-12) ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN