ORV
38. ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
IRVOR
38. ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN