ORV
10. ଏହିପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ଵାରା ଖଣ୍ତବିଖଣ୍ତ ହୁଅନ୍ତି, ଏହି ଭୟରେ ସହସ୍ରସେନାପତି ସେମାନଙ୍କ ମଧ୍ୟରୁ ତାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ଘେନି ଆସିବା ନିମନ୍ତେ ସୈନ୍ୟମାନଙ୍କୁ ଯିବାକୁ ଆଜ୍ଞା ଦେଲେ ।
IRVOR
10. ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN