ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
11. ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।

IRVOR
11. ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 22 Verses, Current Verse 11 of Total Verses 22
  • ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
  • IRVOR

    ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Total 22 Verses, Current Verse 11 of Total Verses 22
×

Alert

×

oriya Letters Keypad References