ORV
18. ଅନନ୍ତର ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ ।
IRVOR
18. ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN