ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
ORV
21. ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି ।

IRVOR
21. ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 38 Verses, Current Verse 21 of Total Verses 38
  • ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି ।
  • IRVOR

    ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।
Total 38 Verses, Current Verse 21 of Total Verses 38
×

Alert

×

oriya Letters Keypad References