ORV
34. ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା-ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ତ ଖଣ୍ତ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ ।
IRVOR
34. ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN