ORV
11. ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା । ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ ।
IRVOR
11. ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’ ” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN