ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
1. ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ⇧? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!

IRVOR
1. ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 25 Verses, Current Verse 1 of Total Verses 25
  • ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ⇧? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
  • IRVOR

    ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Total 25 Verses, Current Verse 1 of Total Verses 25
×

Alert

×

oriya Letters Keypad References