ORV
14. ଏଥି ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା । ଆଉ, ରାଜା ଯିରିମୀୟଙ୍କୁ କହିଲା, ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼଠାରୁ କିଛି ଗୋପନ କରିବ ନାହିଁ ।
IRVOR
14. ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ’ଠାରୁ କିଛି ଗୋପନ କରିବ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN