ORV
6. ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ-ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ଵାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ । ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା । ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ ।
IRVOR
6. ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN