ORV
18. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ତ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ତ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ ।
IRVOR
18. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN