ORV
28. ବାବିଲର ରାଜା ନବୂଖଦ୍ନିତ୍ସର ଦ୍ଵାରା ପରାଜିତ କେଦରର ଓ ହାତ୍ସୋର ରାଜ୍ୟସମୂହର ବିଷୟ । ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ଵ ହରଣ କର ।
IRVOR
28. ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN