ORV
26. ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି ।
IRVOR
26. ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ , ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN