ORV
27. ସେ ଏହିସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରୁ ଜଣେ ସ୍ତ୍ରୀଲୋକ ଉଚ୍ଚ ସ୍ଵରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।
IRVOR
27. ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN