ORV
52. ହାୟ, ଦଣ୍ତର ପାତ୍ର ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର କଞ୍ଚି ହରଣ କଲ; ତୁମ୍ଭେମାନେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ବାଧା ଦେଲ ।
IRVOR
52. ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN