ORV
28. ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ?
IRVOR
28. (ମାଥିଉ 22:34-40; ଲୂକ 10:25-28) ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN