ORV
22. ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ ।
IRVOR
22. ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ ରଖେ ନାହିଁ; ରଖିଲେ ତାହା କୁମ୍ଫା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ଫା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN