ORV
1. ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।
IRVOR
1. (ମାର୍କ 3:13-19; ଲୂକ 6:12-16) ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN