ORV
32. ଆଉ, ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ସେମାନଙ୍କର ହଂସା ଉଡ଼ିଯାଏ, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
IRVOR
32. ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇ ପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN