ORV
9. ଆଉ, ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକସମୂହ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ-ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ଵ ଲୋକରେ ହୋଶାନ୍ନା ।
IRVOR
9. ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN