ORV
25. କିନ୍ତୁ ଯେଉଁ ବିଜାତିମାନେ ବିଶ୍ଵାସୀ ହୋଇଅଛନ୍ତି, ସେମାନଙ୍କ ସମ୍ଵନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀର ମାଂସ, ଆଉ ପରଦାରଠାରୁ ଆପଣା ଆପଣାକୁ ପୃଥକ ରଖିବା ଯେ ଉଚିତ, ଏହା ଆମ୍ଭେମାନେ ବିଚାର କରି ଲେଖିଅଛୁ ।
IRVOR
25. କିନ୍ତୁ ଯେଉଁ ଅଣଯିହୂଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ପରଦାରଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖି ଅଛୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN