ORV
28. ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ଯେଉଁ ଲୋକଟା ସବୁ ସ୍ଥାନରେ ଆମ୍ଭମାନଙ୍କ ଜାତି, ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ଆହୁରି ମଧ୍ୟ ସେ ମନ୍ଦିର ଭିତରକୁ ଗ୍ରୀକ୍ମାନଙ୍କୁ ସୁଦ୍ଧା ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଅଛି ।
IRVOR
28. ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN