ORV
4. ଶିଷ୍ୟମାନଙ୍କୁ ଖୋଜି ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ସେଠାରେ ରହିଲୁ; ପୁଣି, ପାଉଲ ଯେପରି ଯିରୂଶାଲମରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ଵାରା ତାଙ୍କୁ କହିଲେ ।
IRVOR
4. ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN