ORV
17. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା ।
IRVOR
17. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN