ORV
19. ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
IRVOR
19. ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN