ORV
39. ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କିପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିଷ୍ଠା, ଏହା ଜାଣିଥାଆନ୍ତା ।
IRVOR
39. ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN