ORV
6. ସେଥିରେ ଯୀଶୁ ସେମାନଙ୍କ ସାଙ୍ଗରେ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୋ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
IRVOR
6. ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN