ORV
19. ସେତେବେଳେ ସ୍ଵର୍ଗରେ ଥିବା ଈଶ୍ଵରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦୃଷ୍ଟ ହେଲା, ପୁଣି ବିଦ୍ୟୁତ୍, ବିଭିନ୍ନ ସ୍ଵର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।
IRVOR
19. ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN