ORV
13. ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ ।
IRVOR
13. ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN