ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
28. ଆମ୍ଭେମାନେ କେଉଁଠାକୁ ଯାଉଅଛୁ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଦୀର୍ଘକାୟ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ; ଆହୁରି ସେସ୍ଥାନରେ ଆମ୍ଭେମାନେ ଅନାକୀୟ-ମାନଙ୍କସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।

IRVOR
28. ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍‍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 46 Verses, Current Verse 28 of Total Verses 46
  • ଆମ୍ଭେମାନେ କେଉଁଠାକୁ ଯାଉଅଛୁ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଦୀର୍ଘକାୟ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ; ଆହୁରି ସେସ୍ଥାନରେ ଆମ୍ଭେମାନେ ଅନାକୀୟ-ମାନଙ୍କସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।
  • IRVOR

    ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍‍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।
Total 46 Verses, Current Verse 28 of Total Verses 46
×

Alert

×

oriya Letters Keypad References