ORV
12. ସଦାପ୍ରଭୁ ଯଥାସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ତାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ ।
IRVOR
12. ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN