ORV
2. ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି ।
IRVOR
2. ଏଥିରେ ଏଲମ୍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN