ORV
9. ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ଵରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ ।
IRVOR
9. ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN