ORV
7. ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ ।
IRVOR
7. ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN