ORV
30. ପୁଣି ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
IRVOR
30. ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN