ORV
24. ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ଵର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ଲାଗି ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା ।
IRVOR
24. ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN