ORV
25. ଏଥିଉତ୍ତାରୁ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରନିନିଧି) ଦେଲେ; ଯେହେତୁ ସେ କହିଲେ, ପରମେଶ୍ଵର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା ।
IRVOR
25. ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN