ORV
8. ସେମାନେ କହିଲେ, ଆମ୍ଭେମାନେ ସ୍ଵପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ । ତେବେ ଯୋଷେଫ ସେମାନଙ୍କୁ କହିଲେ, ଅର୍ଥଜ୍ଞାନ କି ପରମେଶ୍ଵରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ଵପ୍ନ ମୋତେ କୁହ ।
IRVOR
8. ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN