ORV
4. କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍ଗରେ ବଧ କରିବ ।
IRVOR
4. କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN