ORV
30. ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଊର୍ଦ୍ଧ୍ଵରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ ।
IRVOR
30. ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN