ORV
9. ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
IRVOR
9. ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN