ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
14. ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା ।

IRVOR
14. ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 32 Verses, Current Verse 14 of Total Verses 32
  • ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା ।
  • IRVOR

    ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”
Total 32 Verses, Current Verse 14 of Total Verses 32
×

Alert

×

oriya Letters Keypad References