ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
24. ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି;

IRVOR
24. ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି;



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 54 Verses, Current Verse 24 of Total Verses 54
  • ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି;
  • IRVOR

    ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରିଆସିଥିଲି, ମୋହର ସେହି ଘରକୁ ଫେରିଯିବି;
Total 54 Verses, Current Verse 24 of Total Verses 54
×

Alert

×

oriya Letters Keypad References