ORV
22. ସେହି ସମୟରେ ଦିନେ ସେ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକି ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।
IRVOR
22. (ମାଥିଉ 8:23-27; ମାର୍କ 4:35-41) ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକୁ ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN