ORV
35. ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ ।
IRVOR
35. ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN