ORV
38. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
IRVOR
38. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN