ORV
17. ପୁଣି ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କଅଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଦସ୍ୟୁମାନଙ୍କ ଗହ୍ଵରʼ କରିଅଛ ।
IRVOR
17. ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN